Skip to main content

ଭିଜିଲାନ୍ସ ସଚେତନତା ସପ୍ତାହ

Content Not Available

ଭିଜିଲାନ୍ସ ସଚେତନତା ସପ୍ତାହ

କେନ୍ଦ୍ରୀୟ ଭିଜିଲାନ୍ସ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏହି ବର୍ଷ ୨୮.୧୦.୨୦୧୩ ରୁ ୦୨.୧୧.୨୦୧୩ ପର୍ଯ୍ୟନ୍ତ ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ କରାଯାଇଥିଲା | ସମାଜରୁ ଦୁର୍ନୀତି ନିବାରଣ ପାଇଁ ସାଧାରଣ ଜନତାଙ୍କୁ ଶିକ୍ଷା ଦେବା ଲକ୍ଷ୍ୟରେ ସାରା ରାଜ୍ୟରେ ସଚେତନତା ସପ୍ତାହ ପାଳନ କରାଯାଇଥିଲା। ଏହି ଅବସରରେ ୩୧.୧୦.୨୦୧୩ ରେ ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଯୋଗ ଦେଇଥିଲେ।